ଯାତ୍ରା ପୁସ୍ତକ 13:11 - ପବିତ୍ର ବାଇବଲ11 “ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ସେହି ଦେଶକୁ ନେଇଯିବେ, ଯେହେତୁ ସେ ପ୍ରତିଜ୍ଞା କରିଛନ୍ତି। ବର୍ତ୍ତମାନ ସେଠାରେ କିଣାନୀୟମାନେ ବାସ କରୁଛନ୍ତି। କିନ୍ତୁ ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ସେ ତୁମ୍ଭମାନଙ୍କୁ ସେହି ଦେଶ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ, Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ; Viz kapitola |