Online Bible

- Reklamy -




ଯାତ୍ରା ପୁସ୍ତକ 13:15 - ପବିତ୍ର ବାଇବଲ

15 ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।

Viz kapitola kopírovat

ଓଡିଆ ବାଇବେଲ

15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’

Viz kapitola kopírovat




ଯାତ୍ରା ପୁସ୍ତକ 13:15

Následuj nás:

Reklamy


Reklamy