ଯାତ୍ରା ପୁସ୍ତକ 13:18 - ପବିତ୍ର ବାଇବଲ18 ତେଣୁ ସଦାପ୍ରଭୁ ସେମାନଙ୍କୁ ଅନ୍ୟ ଏକ ପଥରେ ଆଗେଇ ନେଲେ। ସେ ସେମାନଙ୍କୁ ସୂଫସାଗର ପ୍ରାନ୍ତର ମଧ୍ୟଦେଇ ଆଣିଲେ। ସେମାନେ ମିଶର ଛାଡ଼ିବା ସମୟରେ ଇସ୍ରାଏଲୀୟମାନେ ଯୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitola |