ଯାତ୍ରା ପୁସ୍ତକ 13:21 - ପବିତ୍ର ବାଇବଲ21 ସଦାପ୍ରଭୁ ସେମାନଙ୍କୁ ଆଗକୁ ପଥ କଢ଼ାଇ ନେଲେ, ଦିନବେଳେ ସଦାପ୍ରଭୁ ସେମାନଙ୍କୁ ମେଘସ୍ତମ୍ଭ ଦ୍ୱାରା ରାସ୍ତା ଦେଖାଇଲେ ଏବଂ ରାତିରେ ସେ ସେମାନଙ୍କୁ ଅଗ୍ନିସ୍ତମ୍ଭ ସାହାଯ୍ୟରେ ଆଗେଇ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ; Viz kapitolaଓଡିଆ ବାଇବେଲ21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ; Viz kapitola |