Online Bible

- Reklamy -




ଯାତ୍ରା ପୁସ୍ତକ 13:3 - ପବିତ୍ର ବାଇବଲ

3 ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ମୋଶା ଲୋକମାନଙ୍କୁ କହିଲେ, ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ବାସଗୃହ ସ୍ଵରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ଵାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୋଟୀ ଭୋଜନ କରାଯିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।

Viz kapitola kopírovat




ଯାତ୍ରା ପୁସ୍ତକ 13:3

Následuj nás:

Reklamy


Reklamy