ଯାତ୍ରା ପୁସ୍ତକ 14:11 - ପବିତ୍ର ବାଇବଲ11 ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ମୋଶାଙ୍କୁ କହିଲେ, ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ? Viz kapitolaଓଡିଆ ବାଇବେଲ11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ? Viz kapitola |