ଯାତ୍ରା ପୁସ୍ତକ 14:13 - ପବିତ୍ର ବାଇବଲ13 କିନ୍ତୁ ମୋଶା ସେମାନଙ୍କୁ କହିଲେ, “ଭୟ କର ନାହିଁ। ଦୌଡ଼ି ପଳାଇବାର ଆବଶ୍ୟକ ନାହିଁ। ଏହିଠାରେ ଧିରସ୍ଥିର ହୋଇ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭେମାନେ ମିଶରବାସୀମାନଙ୍କୁ ଆଉ ପୁନରାୟ ଦେଖିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନ; କାଳଯାଏ ଆଉ କେବେ ଦେଖିବ ନାହିଁ। Viz kapitolaଓଡିଆ ବାଇବେଲ13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ। Viz kapitola |