ଯାତ୍ରା ପୁସ୍ତକ 14:14 - ପବିତ୍ର ବାଇବଲ14 ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡ଼ିବ ନାହିଁ। ତୁମ୍ଭେମାନେ ଏଠାରେ ଶାନ୍ତିରେ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ପରମେଶ୍ଵର ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନିରବ ରହିବ। Viz kapitolaଓଡିଆ ବାଇବେଲ14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।” Viz kapitola |