ଯାତ୍ରା ପୁସ୍ତକ 14:16 - ପବିତ୍ର ବାଇବଲ16 ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ। Viz kapitolaଓଡିଆ ବାଇବେଲ16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ। Viz kapitola |