ଯାତ୍ରା ପୁସ୍ତକ 14:18 - ପବିତ୍ର ବାଇବଲ18 ଏହା ପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ୱର। ସେମାନେ ମୋତେ ସମ୍ମାନ କରିବେ ଯେତେବେଳେ ମୁଁ ଫାରୋ ଏବଂ ତା'ର ରଥାରୋହୀମାନଙ୍କୁ ଏବଂ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ପରାସ୍ତ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଫାରୋ ଓ ତାହାର ରଥ ଓ ତାହାର ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ। Viz kapitolaଓଡିଆ ବାଇବେଲ18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” Viz kapitola |