Online Bible

- Reklamy -




ଯାତ୍ରା ପୁସ୍ତକ 14:27 - ପବିତ୍ର ବାଇବଲ

27 ତେଣୁ ମୋଶା ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହା ପରେ ଠିକ୍ ସୂର୍ଯ୍ୟୋଦୟ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହୋଇଗଲା। ମିଶରୀୟମାନେ ଦୌଡ଼ି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସେମାନଙ୍କୁ ସମୁଦ୍ରରେ ନିକ୍ଷେପ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।

Viz kapitola kopírovat

ଓଡିଆ ବାଇବେଲ

27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 14:27

Následuj nás:

Reklamy


Reklamy