ଯାତ୍ରା ପୁସ୍ତକ 14:31 - ପବିତ୍ର ବାଇବଲ31 ସେହି ଦିନ ଇସ୍ରାଏଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସେହି ମହାନ୍ ଶକ୍ତି ଯେତେବେଳେ ସେ ମିଶରୀୟମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସେମାନେ ସଦାପ୍ରଭୁ ଓ ତାଙ୍କର ଦାସ ମୋଶାଙ୍କଠାରେ ବିଶ୍ୱାସ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ଵାସ କଲେ। Viz kapitolaଓଡିଆ ବାଇବେଲ31 ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ। Viz kapitola |