ଯାତ୍ରା ପୁସ୍ତକ 14:5 - ପବିତ୍ର ବାଇବଲ5 ମିଶରର ରାଜା ଖବର ପାଇଲେ ଯେ ଇସ୍ରାଏଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତେବେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମତି ପରିବର୍ତ୍ତନ କଲେ। ସେମାନେ କହିଲେ, “କାହିଁକି ଆମ୍ଭେମାନେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ଵାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, ଆମ୍ଭେମାନେ ଏ କି କର୍ମ କଲୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ଵରୁ ଛାଡ଼ି ଦେଲୁ? Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?” Viz kapitola |