Online Bible

- Reklamy -




ଯାତ୍ରା ପୁସ୍ତକ 15:1 - ପବିତ୍ର ବାଇବଲ

1 ଏହା ପରେ ମୋଶା ଓ ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ, “ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଏବଂ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା- ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୋହୀଙ୍କି ସମୁଦ୍ରରେ ନିକ୍ଷେପ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।

Viz kapitola kopírovat




ଯାତ୍ରା ପୁସ୍ତକ 15:1

Následuj nás:

Reklamy


Reklamy