ଯାତ୍ରା ପୁସ୍ତକ 15:10 - ପବିତ୍ର ବାଇବଲ10 ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କରେ ଉଡ଼ାଇ ଦେଲ ଓ ସମୁଦ୍ରରେ ସେମାନଙ୍କୁ ବୁଡ଼ାଇ ଦେଲ। ସେମାନେ ସୀସା ପରି ଅଗାଧ ସମୁଦ୍ରରେ ବୁଡ଼ିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ତୁମ୍ଭେ ଆପଣା ନିଃଶ୍ଵାସ ଦ୍ଵାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ। Viz kapitolaଓଡିଆ ବାଇବେଲ10 ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ। Viz kapitola |