ଯାତ୍ରା ପୁସ୍ତକ 15:11 - ପବିତ୍ର ବାଇବଲ11 “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅଦ୍ଭୂତ କାର୍ଯ୍ୟ କର! Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ? Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ? Viz kapitola |