ଯାତ୍ରା ପୁସ୍ତକ 15:15 - ପବିତ୍ର ବାଇବଲ15 ଇଦୋମର ନେତାଗଣ ଭୟରେ ଥରିଲେ। ମୋୟାବର ସାହସୀ ଓ ଶକ୍ତିଶାଳୀ ଲୋକମାନେ ମଧ୍ୟ ଭୟରେ ଥରିଲେ। କିଣାନୀୟମାନେ ସେମାନଙ୍କର ସାହସ ହରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଇଦୋମର ରାଜଗଣବିହ୍ଵଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି ; କିଣାନନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Viz kapitolaଓଡିଆ ବାଇବେଲ15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Viz kapitola |