ଯାତ୍ରା ପୁସ୍ତକ 15:16 - ପବିତ୍ର ବାଇବଲ16 ସେହି ସମସ୍ତ ଲୋକମାନେ ଭୟଭୀତ ହେବେ। ତୁମ୍ଭ ବାହୁର ଶକ୍ତି ଦ୍ୱାରା ସେମାନେ ପଥର ପରି ନିଶ୍ଚଳ ହେବେ, ଯେପର୍ଯ୍ୟନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଗ୍ଭଲି ଯାଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ଵାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି Viz kapitolaଓଡିଆ ବାଇବେଲ16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍ଧ ହୋଇ ରହିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି। Viz kapitola |