ଯାତ୍ରା ପୁସ୍ତକ 15:17 - ପବିତ୍ର ବାଇବଲ17 ତୁମ୍ଭେ ସେମାନଙ୍କୁ ଆଣ ଓ ସେମାନଙ୍କୁ ନିଜ ପର୍ବତରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ। Viz kapitolaଓଡିଆ ବାଇବେଲ17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ। Viz kapitola |