ଯାତ୍ରା ପୁସ୍ତକ 15:21 - ପବିତ୍ର ବାଇବଲ21 ତା'ପରେ ମରିୟମ ଲୋକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ଯେହେତୁ ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଓ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି। Viz kapitolaଓଡିଆ ବାଇବେଲ21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।” Viz kapitola |