ଯାତ୍ରା ପୁସ୍ତକ 15:22 - ପବିତ୍ର ବାଇବଲ22 ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitola |