ଯାତ୍ରା ପୁସ୍ତକ 15:23 - ପବିତ୍ର ବାଇବଲ23 ତିନି ଦିନ ପରେ ଲୋକମାନେ ମାରାଠାରେ ପହଞ୍ଚିଲେ। ସେଠାରେ ପାଣି ଥିଲା କିନ୍ତୁ ତିକ୍ତତା ହେତୁ ପାନୀୟ ଯୋଗ୍ୟ ନ ଥିଲା। ଯେଉଁଥିପାଇଁ ସେହି ସ୍ଥାନର ନାମ ହେଲା ମାରା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା (ତିକ୍ତତା) ହେଲା। Viz kapitolaଓଡିଆ ବାଇବେଲ23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା। Viz kapitola |