ଯାତ୍ରା ପୁସ୍ତକ 15:25 - ପବିତ୍ର ବାଇବଲ25 ମୋଶା ସଦାପ୍ରଭୁଙ୍କୁ ଡାକ ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦେଖାଇଲେ। ମୋଶା ସେହି ବୃକ୍ଷର ଶାଖାକୁ ଜଳରେ ପକାନ୍ତେ ଏହା ମଧୁର ହୋଇଗଲା। ସେହି ସ୍ଥାନରେ, ସଦାପ୍ରଭୁ ତାଙ୍କୁ ବ୍ୟବସ୍ଥା ଓ ଆଜ୍ଞା ଦେଲେ। ସେଠାରେ ସେ ତାଙ୍କୁ ପରୀକ୍ଷା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି ସେମାନଙ୍କର ପରୀକ୍ଷା ନେଇ କହିଲେ, Viz kapitolaଓଡିଆ ବାଇବେଲ25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ, Viz kapitola |