ଯାତ୍ରା ପୁସ୍ତକ 15:26 - ପବିତ୍ର ବାଇବଲ26 ତା'ପରେ ସେ କହିଲେ, “ତୁମ୍ଭେ ଯେବେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର ଏବଂ ତାଙ୍କ ଦୃଷ୍ଟିରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ୟବସ୍ଥାସବୁ ପାଳନ କର, ତେବେ ମିଶରୀୟମାନେ ଯେଉଁସବୁ ରୋଗରେ ପୀଡ଼ିତ ହେଲେ, ତୁମ୍ଭେମାନେ ସେହି ରୋଗରେ ପୀଡ଼ିତ ହେବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେ ଯେବେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କର ଓ ତାହାଙ୍କ ଦୃଷ୍ଟିରେ ଯାହା ଉଚିତ, ତାହା କର ଓ ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ। Viz kapitolaଓଡିଆ ବାଇବେଲ26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Viz kapitola |