ଯାତ୍ରା ପୁସ୍ତକ 15:27 - ପବିତ୍ର ବାଇବଲ27 ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। Viz kapitola |