ଯାତ୍ରା ପୁସ୍ତକ 16:1 - ପବିତ୍ର ବାଇବଲ1 ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶ ଛାଡ଼ିଲା ଉତ୍ତାରେ ଦ୍ଵିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitola |