ଯାତ୍ରା ପୁସ୍ତକ 16:10 - ପବିତ୍ର ବାଇବଲ10 ଯେତେବେଳେ ହାରୋଣ ଇସ୍ରାଏଲୀୟମାନଙ୍କୁ କହିଲେ, ସେମାନେ ମରୁଭୂମି ଆଡ଼କୁ ବୁଲି ଗ୍ଭହିଁଲେ। ହଠାତ୍ ମେଘ ମଧ୍ୟରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏହା କହିବା ବେଳେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା। Viz kapitolaଓଡିଆ ବାଇବେଲ10 ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା। Viz kapitola |