ଯାତ୍ରା ପୁସ୍ତକ 16:12 - ପବିତ୍ର ବାଇବଲ12 “ଆମ୍ଭେ ଇସ୍ରାଏଲର ଅଭିଯୋଗ ଶୁଣିଅଛୁ। ତେଣୁ ସେମାନଙ୍କୁ କୁହ, ‘ଆଜି ରାତିରେ ତୁମ୍ଭେମାନେ ମାଂସ ଭକ୍ଷ୍ୟଣ କରିବ। ଏବଂ ପ୍ରଭାତରେ ତୁମ୍ଭର ଆବଶ୍ୟକ ପରିମାଣର ରୋଟୀ ଖାଇବ। ଏଥିରେ ତୁମ୍ଭେମାନେ ଜାଣି ପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଲୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ବେଳେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ଵର, ତାହା ଜାଣିବ। Viz kapitolaଓଡିଆ ବାଇବେଲ12 “ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’” Viz kapitola |