Online Bible

- Reklamy -




ଯାତ୍ରା ପୁସ୍ତକ 16:13 - ପବିତ୍ର ବାଇବଲ

13 ସେହି ରାତିରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣିକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତରେ ଛାଉଣି ସ୍ଥାନରେ ଗ୍ଭରିଆଡ଼େ କାକରର ଏକ ସ୍ତର ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ସନ୍ଧ୍ୟା କାଳରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି ପ୍ରାତଃ କାଳରେ ଛାଉଣି-ସ୍ଥାନର ଚାରିଆଡ଼େ କାକର ପଡ଼ିଲା।

Viz kapitola kopírovat

ଓଡିଆ ବାଇବେଲ

13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।

Viz kapitola kopírovat




ଯାତ୍ରା ପୁସ୍ତକ 16:13

Následuj nás:

Reklamy


Reklamy