ଯାତ୍ରା ପୁସ୍ତକ 16:20 - ପବିତ୍ର ବାଇବଲ20 କିନ୍ତୁ କେତେକ ଲୋକ ସେମାନଙ୍କର କଥାକୁ ଧ୍ୟାନ ଦେଲେ ନାହିଁ। ଯେଉଁ ଖାଦ୍ୟ ଲୋକମାନେ ସଞ୍ଚୟ କରି ରଖିଥିଲେ, ସକାଳ ପର୍ଯ୍ୟନ୍ତ ତାହା ପୋକମାନଙ୍କ ଦ୍ୱାରା ଦୂଷିତ ହେଲା ଏବଂ ଦୁର୍ଗନ୍ଧ କଲା। ମୋଶା ସେମାନଙ୍କ ଉପରେ କ୍ଷୁବ୍ଧ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ। Viz kapitolaଓଡିଆ ବାଇବେଲ20 ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ। Viz kapitola |