ଯାତ୍ରା ପୁସ୍ତକ 16:28 - ପବିତ୍ର ବାଇବଲ28 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ? Viz kapitolaଓଡିଆ ବାଇବେଲ28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ? Viz kapitola |