ଯାତ୍ରା ପୁସ୍ତକ 16:4 - ପବିତ୍ର ବାଇବଲ4 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ଯାଇ ତାଙ୍କର ଆବଶ୍ୟକ ପରିମାଣରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡ଼ିବ ଯେ ସେମାନେ ଆମ୍ଭର ବ୍ୟବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚଳିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Viz kapitolaଓଡିଆ ବାଇବେଲ4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Viz kapitola |