ଯାତ୍ରା ପୁସ୍ତକ 16:5 - ପବିତ୍ର ବାଇବଲ5 ପ୍ରତ୍ୟେକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସେତିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତେବେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତେବେଳେ ସେମାନେ ଦେଖିବେ ଯେ ତାହା ଦୁଇଗୁଣ ହୋଇଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ। Viz kapitolaଓଡିଆ ବାଇବେଲ5 ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।” Viz kapitola |