ଯାତ୍ରା ପୁସ୍ତକ 16:6 - ପବିତ୍ର ବାଇବଲ6 ତେଣୁ ମୋଶା ଏବଂ ହାରୋଣ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଲେ, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ। Viz kapitola |