ଯାତ୍ରା ପୁସ୍ତକ 16:9 - ପବିତ୍ର ବାଇବଲ9 ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’ Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି। Viz kapitolaଓଡିଆ ବାଇବେଲ9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’” Viz kapitola |