ଯାତ୍ରା ପୁସ୍ତକ 17:11 - ପବିତ୍ର ବାଇବଲ11 ଯେତେବେଳେ ମୋଶା ତାଙ୍କର ହସ୍ତ ଉପରକୁ କଲେ ସେତେବେଳେ ଇସ୍ରାଏଲୀୟ ବିଜୟ ହେଲେ ଓ ଯେତେବେଳେ ମୋଶା ତାଙ୍କର ହାତ ତଳକୁ ରଖିଲେ, ସେତେବେଳେ ଇସ୍ରାଏଲୀୟମାନେ ପରାସ୍ତ ହେଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ। Viz kapitolaଓଡିଆ ବାଇବେଲ11 ପୁଣି, ମୋଶା ଆପଣା ହସ୍ତ ଉର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ। Viz kapitola |