Online Bible

- Reklamy -




ଯାତ୍ରା ପୁସ୍ତକ 17:12 - ପବିତ୍ର ବାଇବଲ

12 କିଛି ସମୟ ପରେ, ଯେହେତୁ ମୋଶାଙ୍କର ହାତ କ୍ଳାନ୍ତ ହୋଇଗଲା ତେଣୁ ସେମାନେ ଏକ ବିରାଟ ପଥର ଖଣ୍ଡ ଆଣି ମୋଶାଙ୍କ ଆଗରେ ପକାଇଲେ ସେ ବସିବା ପାଇଁ। ଏହା ପରେ ହାରୋଣ ଓ ହୂର ମୋଶାଙ୍କର ହାତକୁ ଉପରକୁ ଟେକି ଧରିଲେ। ହାରୋଣ ଗୋଟିଏ ପାର୍ଶ୍ୱରେ ଓ ହୂର ଅନ୍ୟ ଏକ ପାର୍ଶ୍ୱରେ ରହିଲା। ସେମାନେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।

Viz kapitola kopírovat

ଓଡିଆ ବାଇବେଲ

12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।

Viz kapitola kopírovat




ଯାତ୍ରା ପୁସ୍ତକ 17:12

Následuj nás:

Reklamy


Reklamy