ଯାତ୍ରା ପୁସ୍ତକ 17:13 - ପବିତ୍ର ବାଇବଲ13 ତେଣୁ ଯିହୋଶୂୟ ଏବଂ ତାଙ୍କର ଲୋକମାନେ ଅମାଲେକୀୟମାନଙ୍କୁ ସେହି ଯୁଦ୍ଧରେ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ଼୍ଗଧାରରେ ପରାସ୍ତ କଲେ। Viz kapitolaଓଡିଆ ବାଇବେଲ13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ। Viz kapitola |