ଯାତ୍ରା ପୁସ୍ତକ 17:5 - ପବିତ୍ର ବାଇବଲ5 ସଦାପ୍ରଭୁ, ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯାଅ। କେତେକ ଇସ୍ରାଏଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡ଼ି ମଧ୍ୟ ତୁମ୍ଭ ସହିତ ନିଅ। ସେହି ଆଶାବାଡ଼ି ନିଅ ଯେଉଁଥିରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ। Viz kapitolaଓଡିଆ ବାଇବେଲ5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ। Viz kapitola |