ଯାତ୍ରା ପୁସ୍ତକ 17:6 - ପବିତ୍ର ବାଇବଲ6 ମୁଁ ତୁମ୍ଭ ସମ୍ମୁଖରେ ହୋରେବରେ ସେହି ଶୈଳ ଉପରେ ଠିଆ ହେବି। ସେହି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରି ପାରିବେ।” ଇସ୍ରାଏଲର ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋଶା ସେହିପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। Viz kapitolaଓଡିଆ ବାଇବେଲ6 ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। Viz kapitola |