ଯାତ୍ରା ପୁସ୍ତକ 17:7 - ପବିତ୍ର ବାଇବଲ7 ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା? Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ। ଅମାଲେକୀୟମାନଙ୍କ ପରାଜୟ Viz kapitolaଓଡିଆ ବାଇବେଲ7 ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।” Viz kapitola |