ଯାତ୍ରା ପୁସ୍ତକ 18:10 - ପବିତ୍ର ବାଇବଲ10 ଯିଥ୍ରୋ କହିଲେ, “ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଯିଥ୍ରୋ କହିଲେ, ଯେଉଁ ସଦାପ୍ରଭୁ ମିସ୍ରୀୟ-ମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitolaଓଡିଆ ବାଇବେଲ10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitola |