ଯାତ୍ରା ପୁସ୍ତକ 18:11 - ପବିତ୍ର ବାଇବଲ11 ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!” Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।) Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”) Viz kapitola |