ଯାତ୍ରା ପୁସ୍ତକ 18:12 - ପବିତ୍ର ବାଇବଲ12 ଯିଥ୍ରୋ ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କଲେ। ହାରୋଣ, ମୋଶା ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗେ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୋଶାଙ୍କ ଶ୍ଵଶୁର ଯିଥ୍ରୋ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ଵରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ଵଶୁର ସଙ୍ଗରେ ଭୋଜନ କଲେ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ। Viz kapitola |