Online Bible

- Reklamy -




ଯାତ୍ରା ପୁସ୍ତକ 18:16 - ପବିତ୍ର ବାଇବଲ

16 ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଓ ସେମାନଙ୍କର କୌଣସି ବିବାଦହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି ପରମେଶ୍ଵରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।

Viz kapitola kopírovat

ଓଡିଆ ବାଇବେଲ

16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”

Viz kapitola kopírovat




ଯାତ୍ରା ପୁସ୍ତକ 18:16

Následuj nás:

Reklamy


Reklamy