ଯାତ୍ରା ପୁସ୍ତକ 18:18 - ପବିତ୍ର ବାଇବଲ18 ଏହିସବୁ କାର୍ଯ୍ୟ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ଯ୍ୟ କରି ପାରିବ ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦେବ ଏବଂ ଏହା ଲୋକମାନଙ୍କୁ କ୍ଳାନ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Viz kapitolaଓଡିଆ ବାଇବେଲ18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Viz kapitola |