ଯାତ୍ରା ପୁସ୍ତକ 18:19 - ପବିତ୍ର ବାଇବଲ19 ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ। Viz kapitolaଓଡିଆ ବାଇବେଲ19 ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Viz kapitola |