ଯାତ୍ରା ପୁସ୍ତକ 18:22 - ପବିତ୍ର ବାଇବଲ22 ସେମାନେ ସର୍ବଦା ଲୋକମାନଙ୍କର ବିଗ୍ଭର କରନ୍ତୁ। ପୁଣି ଜଟିଳ ବିଷୟରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର ବିଷୟସବୁ ସେମାନେ ଆପେ ବିଗ୍ଭର କରିବେ। ତାହାହେଲେ, ତୁମ୍ଭ ନିଜ କର୍ମରୁ ଉଶ୍ୱାସ ହେବ। ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ଵାସ ହେବ, ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ। Viz kapitolaଓଡିଆ ବାଇବେଲ22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ। Viz kapitola |