Online Bible

- Reklamy -




ଯାତ୍ରା ପୁସ୍ତକ 18:6 - ପବିତ୍ର ବାଇବଲ

6 ଯିଥ୍ରୋ ମୋଶାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋ କହିଲେ, “ମୁଁ ତୁମ୍ଭର ଶ୍ୱଶୁର ଯିଥ୍ରୋ ଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ମୋଶାଙ୍କୁ ଜଣାଇଲେ, ତୁମ୍ଭର ଶ୍ଵଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”

Viz kapitola kopírovat




ଯାତ୍ରା ପୁସ୍ତକ 18:6

Následuj nás:

Reklamy


Reklamy