ଯାତ୍ରା ପୁସ୍ତକ 18:8 - ପବିତ୍ର ବାଇବଲ8 ସଦାପ୍ରଭୁ ତାଙ୍କର ଇସ୍ରାଏଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସେହି ସମସ୍ତ ବିଷୟ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। ମୋଶା ମଧ୍ୟ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧରେ ଇସ୍ରାଏଲ ନିମନ୍ତେ ଯାହା କରିଥିଲେ, ସେମାନେ ରାସ୍ତାରେ ସମ୍ମୁଖୀନ ହୋଇଥିବା କଠିନତା ବିଷୟ କହିଲେ। ଏବଂ କିପରି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିଛନ୍ତି ତାହା ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ସଦାପ୍ରଭୁ ଇସ୍ରାଏଲ ଲାଗି ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତା; ମୋଶା ଆପଣା ଶ୍ଵଶୁରଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ। Viz kapitola |